ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ହ୍ରାସ ପାଉଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୩୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୯ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୩ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୬ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 21st March
New Positive Cases: 32
Of which 0-18 years: 6
In quarantine: 19
Local contacts: 13(Details of local contacts will be shared by concerned District)
1. Balasore: 3
2. Cuttack: 1
3. Dhenkanal: 1
4. Gajapati: 7
5. Jajpur: 6
6. Kendrapada: 1— I & PR Department, Odisha (@IPR_Odisha) March 22, 2022
7. Khurda: 2
8. Mayurbhanj: 2
9. Nayagarh: 1
10. Sambalpur: 2
11. Sundargarh: 5
12. State Pool: 1New recoveries: 73
Cumulative tested: 30265787
Positive: 1287225
Recovered: 1277497
Active cases: 559— I & PR Department, Odisha (@IPR_Odisha) March 22, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୭୩ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୭୨୨୫ ରହିଥିବା ବେଳେ ୫୫୯ ଜଣ ଚିକିତ୍ସିତ ହେଉଛନ୍ତି ।