ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ହ୍ରାସ ପାଉଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୨୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୩ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୦୮ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୫ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 31st March
New Positive Cases: 21
Of which 0-18 years: 5
In quarantine: 13
Local contacts: 8(Details of local contacts will be shared by concerned District)
1. Balasore: 1
2. Gajapati: 2
3. Ganjam: 1
4. Jajpur: 1
5. Jharsuguda: 3
6. Kendrapada: 1— I & PR Department, Odisha (@IPR_Odisha) April 1, 2022
7. Khurda: 4
8. Mayurbhanj: 1
9. Sambalpur: 3
10. Sundargarh: 3
11. State Pool: 1New recoveries: 40
Cumulative tested: 30699843
Positive: 1287661
Recovered: 1278121
Active cases: 366— I & PR Department, Odisha (@IPR_Odisha) April 1, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୪୦ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୭୬୬୧ ରହିଥିବା ବେଳେ ୩୬୬ ଜଣ ଚିକିତ୍ସିତ ହେଉଛନ୍ତି ।