ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ କମୁଛି ତ ପୁଣି କେତେବେଳେ ବଢୁଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୩୭୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୧୮ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୫୬ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୬୫ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Deogarh: 4
8. Dhenkanal: 2
9. Gajapati: 2
10. Ganjam: 5
11. Jagatsinghpur: 11
12. Jajpur: 13
13. Jharsuguda: 1
14. Kalahandi: 1
15. Kendrapada: 3
16. Keonjhar: 1
17. Khurda: 182
18. Mayurbhanj: 22
19. Nayagarh: 1
20. Nuapada: 8
21. Puri: 7
22. Sambalpur: 10
23. Sonepur: 1— I & PR Department, Odisha (@IPR_Odisha) October 30, 2021
24. Sundargarh: 9
25. State Pool: 43New recoveries: 553
Cumulative tested: 21924668
Positive: 1040969
Recovered: 1028207
Active cases: 4380— I & PR Department, Odisha (@IPR_Odisha) October 30, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୫୫୩ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୦୯୬୯ ରହିଥିବା ବେଳେ ୪୩୮୦ ଜଣ ଚିକିତ୍ସିତ ହେଉଛନ୍ତି ।