ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ହ୍ରାସ ପାଉଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୭ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୦୪ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୦ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 25th May
New Positive Cases: 11
Of which 0-18 years: 0
In quarantine: 7
Local contacts: 4(Details of local contacts will be shared by concerned District)
1. Balasore: 1
2. Khurda: 7
3. Sundargarh: 1
4. State Pool: 2— I & PR Department, Odisha (@IPR_Odisha) May 26, 2022
New recoveries: 16
Cumulative tested: 31680868
Positive: 1288401
Recovered: 1279143
Active cases: 79— I & PR Department, Odisha (@IPR_Odisha) May 26, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୧୬ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୮୪୦୧ ରହିଥିବା ବେଳେ ୭୯ ଜଣ ଚିକିତ୍ସିତ ହେଉଛନ୍ତି ।