ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ହ୍ରାସ ପାଉଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୦୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୫ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୩ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୦ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 2nd June
New Positive Cases: 8
Of which 0-18 years: 0
In quarantine: 5
Local contacts: 3(Details of local contacts will be shared by concerned District)
1. Cuttack: 1
2. Ganjam: 2
3. Khurda: 2
4. Puri: 1
5. Sundargarh: 1
6. State Pool: 1— I & PR Department, Odisha (@IPR_Odisha) June 3, 2022
New recoveries: 9
Cumulative tested: 31784672
Positive: 1288473
Recovered: 1279214
Active cases: 80— I & PR Department, Odisha (@IPR_Odisha) June 3, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୦୯ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୮୪୭୩ ରହିଥିବା ବେଳେ ୮୦ ଜଣ ଚିକିତ୍ସିତ ହେଉଛନ୍ତି ।