ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ଉପର ତଳ ହେଉଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୧ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ୦୮ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୧ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 11th June
New Positive Cases: 19
Of which 0-18 years: 1
In quarantine: 11
Local contacts: 8(Details of local contacts will be shared by concerned District)
1. Angul: 1
2. Cuttack: 2
3. Jharsuguda: 1
4. Khurda: 9— I & PR Department, Odisha (@IPR_Odisha) June 12, 2022
5. Sambalpur: 1
6. Sundargarh: 3
7. State Pool: 2New recoveries: 15
Cumulative tested: 31873473
Positive: 1288639
Recovered: 1279307
Active cases: 153— I & PR Department, Odisha (@IPR_Odisha) June 12, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୧୫ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୮୬୩୯ ରହିଥିବା ବେଳେ ୧୫୩ ଜଣ ଚିକିତ୍ସିତ ହେଉଛନ୍ତି ।