ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ଉପର ତଳ ହେଉଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୨୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୪ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ୦୯ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୦୩ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 13th June
New Positive Cases: 23
Of which 0-18 years: 3
In quarantine: 14
Local contacts: 9(Details of local contacts will be shared by concerned District)
1. Balasore: 1
2. Cuttack: 8
3. Khurda: 9
4. Sundargarh: 3
5. State Pool: 2— I & PR Department, Odisha (@IPR_Odisha) June 14, 2022
New recoveries: 13
Cumulative tested: 31891977
Positive: 1288674
Recovered: 1279337
Active cases: 158— I & PR Department, Odisha (@IPR_Odisha) June 14, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୧୩ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୮୬୭୪ ରହିଥିବା ବେଳେ ୧୫୮ ଜଣ ଚିକିତ୍ସିତ ହେଉଛନ୍ତି ।