ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ଉପର ତଳ ହେଉଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୩୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୩ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ୧୫ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୦ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 17th June
New Positive Cases: 38
Of which 0-18 years: 2
In quarantine: 23
Local contacts: 15(Details of local contacts will be shared by concerned District)
1. Cuttack: 2
2. Khurda: 27
3. Puri: 3
4. State Pool: 6— I & PR Department, Odisha (@IPR_Odisha) June 18, 2022
New recoveries: 21
Cumulative tested: 31936850
Positive: 1288800
Recovered: 1279419
Active cases: 202— I & PR Department, Odisha (@IPR_Odisha) June 18, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୨୧ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୮୮୦୦ ରହିଥିବା ବେଳେ ୨୦୨ ଜଣ ଚିକିତ୍ସିତ ହେଉଛନ୍ତି ।