ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ଉପର ତଳ ହେଉଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୪୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୭ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ୧୮ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୩ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 21st June
New Positive Cases: 45
Of which 0-18 years: 3
In quarantine: 27
Local contacts: 18(Details of local contacts will be shared by concerned District)
1. Angul: 1
2. Balasore: 3
3. Cuttack: 12
4. Dhenkanal: 2
5. Jajpur: 2
6. Khurda: 18— I & PR Department, Odisha (@IPR_Odisha) June 22, 2022
7. Mayurbhanj: 1
8. Puri: 1
9. Sambalpur: 1
10. State Pool: 4New recoveries: 20
Cumulative tested: 31981863
Positive: 1288995
Recovered: 1279499
Active cases: 317— I & PR Department, Odisha (@IPR_Odisha) June 22, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୨୦ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୮୯୯୫ ରହିଥିବା ବେଳେ ୩୧୭ ଜଣ ଚିକିତ୍ସିତ ହେଉଛନ୍ତି ।