ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ଉପର ତଳ ହେଉଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୭୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪୪ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ୨୯ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୧୧ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 22nd June
New Positive Cases: 73
Of which 0-18 years: 11
In quarantine: 44
Local contacts: 29(Details of local contacts will be shared by concerned District)
1. Balangir: 1
2. Cuttack: 4
3. Kendrapada: 1
4. Khurda: 41
5. Nuapada: 6
6. Puri: 6— I & PR Department, Odisha (@IPR_Odisha) June 23, 2022
7. Sambalpur: 1
8. Sundargarh: 3
9. State Pool: 10New recoveries: 36
Cumulative tested: 31996224
Positive: 1289068
Recovered: 1279535
Active cases: 354— I & PR Department, Odisha (@IPR_Odisha) June 23, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୩୬ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୯୦୬୮ ରହିଥିବା ବେଳେ ୩୫୪ ଜଣ ଚିକିତ୍ସିତ ହେଉଛନ୍ତି ।