ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ବୃଦ୍ଧି ପାଇବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୫୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୯୧ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ୬୪ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୧୬ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Jharsuguda: 1
8. Kendrapada: 1
9. Khurda: 69
10. Malkangiri: 1
11. Mayurbhanj: 1
12. Nayagarh: 2
13. Puri: 9
14. Rayagada: 1
15. Sambalpur: 3
16. Sonepur: 2
17. Sundargarh: 12
18. State Pool: 17— I & PR Department, Odisha (@IPR_Odisha) June 30, 2022
New recoveries: 55
Cumulative tested: 32081866
Positive: 1289757
Recovered: 1279849
Active cases: 729— I & PR Department, Odisha (@IPR_Odisha) June 30, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୫୫ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୯୭୫୭ ରହିଥିବା ବେଳେ ୭୨୯ ଜଣ ଚିକିତ୍ସିତ ହେଉଛନ୍ତି ।