ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ବୃଦ୍ଧି ପାଇବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୨୩୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୩୫ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ୯୬ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୩୦ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Jajpur: 2
8. Jharsuguda: 1
9. Kalahandi: 1
10. Khurda: 99
11. Malkangiri: 1
12. Mayurbhanj: 1
13. Nuapada: 8
14. Puri: 5
15. Rayagada: 1
16. Sambalpur: 10
17. Sonepur: 6
18. Sundargarh: 12
19. State Pool: 25— I & PR Department, Odisha (@IPR_Odisha) July 2, 2022
New recoveries: 68
Cumulative tested: 32111109
Positive: 1290192
Recovered: 1279978
Active cases: 1035— I & PR Department, Odisha (@IPR_Odisha) July 2, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୬୮ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୯୦୧୯୨ ରହିଥିବା ବେଳେ ୧୦୩୫ ଜଣ ଚିକିତ୍ସିତ ହେଉଛନ୍ତି ।