ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ହ୍ରାସ ପାଉଛି । ପୂର୍ବପେକ୍ଷା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୩୮୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୨୩ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୬୪ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୭୫ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Deogarh: 6
8. Dhenkanal: 5
9. Gajapati: 7
10. Ganjam: 3
11. Jagatsinghpur: 10
12. Jajpur: 10
13. Jharsuguda: 1
14. Kandhamal: 1
15. Kendrapada: 6
16. Keonjhar: 4
17. Khurda: 195
18. Mayurbhanj: 2
19. Nawarangpur: 1
20. Nayagarh: 6
21. Puri: 12
22. Rayagada: 1
23. Sambalpur: 18— I & PR Department, Odisha (@IPR_Odisha) November 10, 2021
24. Sonepur: 1
25. Sundargarh: 6
26. State Pool: 43New recoveries: 461
Cumulative tested: 22588700
Positive: 1044428
Recovered: 1033027
Active cases: 2980— I & PR Department, Odisha (@IPR_Odisha) November 10, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୪୬୧ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୪୪୨୮ ରହିଥିବା ବେଳେ ୨୯୮୦ ଜଣ ଚିକିତ୍ସିତ ହେଉଛନ୍ତି ।