ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା ମିଟର ଉପର ତଳ ହେବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୨୨୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୨୯ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୯୨ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୩୧ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Deogarh: 2
8. Jajpur: 6
9. Jharsuguda: 4
10. Kalahandi: 10
11. Kandhamal: 3
12. Kendrapada: 1
13. Khurda: 58
14. Koraput: 1
15. Mayurbhanj: 5
16. Nawarangpur: 13
17. Nayagarh: 3
18. Nuapada: 9
19. Puri: 1— I & PR Department, Odisha (@IPR_Odisha) August 29, 2022
20. Rayagada: 3
21. Sambalpur: 15
22. Sonepur: 4
23. Sundargarh: 35
24. State Pool: 14New recoveries: 205
Cumulative tested: 33148307
Positive: 1327150
Recovered: 1315929
Active cases: 1994— I & PR Department, Odisha (@IPR_Odisha) August 29, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୨୦୫ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୨୭୧୫୦ ରହିଥିବା ବେଳେ ୧୯୯୪ ଜଣ ଚିକିତ୍ସିତ ହେଉଛନ୍ତି ।