ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା ମିଟର ଉପର ତଳ ହେବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୨୩୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୩୬ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୯୬ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୩୮ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Ganjam: 3
8. Jagatsinghpur: 4
9. Jajpur: 8
10. Kalahandi: 10
11. Kandhamal: 1
12. Keonjhar: 2
13. Khurda: 61
14. Malkangiri: 1
15. Mayurbhanj: 3
16. Nawarangpur: 9
17. Nayagarh: 5
18. Nuapada: 6
19. Puri: 3— I & PR Department, Odisha (@IPR_Odisha) August 30, 2022
20. Rayagada: 5
21. Sambalpur: 12
22. Sonepur: 2
23. Sundargarh: 40
24. State Pool: 15New recoveries: 243
Cumulative tested: 33163585
Positive: 1327382
Recovered: 1316172
Active cases: 1982— I & PR Department, Odisha (@IPR_Odisha) August 30, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୨୪୩ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୧୬୧୭୨ ରହିଥିବା ବେଳେ ୧୯୮୨ ଜଣ ଚିକିତ୍ସିତ ହେଉଛନ୍ତି ।