ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା ମିଟର ଉପର ତଳ ହେବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୨୬୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୫୭ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୧୨ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୪୮ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Gajapati: 3
8. Ganjam: 1
9. Jagatsinghpur: 5
10. Jajpur: 10
11. Jharsuguda: 3
12. Kalahandi: 1
13. Kendrapada: 1
14. Keonjhar: 7
15. Khurda: 67
16. Koraput: 1
17. Mayurbhanj: 9
18. Nawarangpur: 16
19. Nayagarh: 12
20. Nuapada: 13
21. Puri: 3— I & PR Department, Odisha (@IPR_Odisha) September 8, 2022
22. Sambalpur: 14
23. Sonepur: 2
24. Sundargarh: 40
25. State Pool: 15New recoveries: 199
Cumulative tested: 33288029
Positive: 1329472
Recovered: 1318550
Active cases: 1685— I & PR Department, Odisha (@IPR_Odisha) September 8, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୧୯୯ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୨୯୪୭୨ ରହିଥିବା ବେଳେ ୧୬୮୫ ଜଣ ଚିକିତ୍ସିତ ହେଉଛନ୍ତି ।