ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା ମିଟର ଉପର ତଳ ହେବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୨୬୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୫୭ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୧୨ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୩୯ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Ganjam: 3
8. Jagatsinghpur: 5
9. Jajpur: 9
10. Jharsuguda: 2
11. Kalahandi: 5
12. Kandhamal: 1
13. Kendrapada: 4
14. Keonjhar: 4
15. Khurda: 66
16. Mayurbhanj: 4
17. Nawarangpur: 11
18. Nayagarh: 14
19. Nuapada: 3
20. Puri: 6
21. Rayagada: 1— I & PR Department, Odisha (@IPR_Odisha) September 10, 2022
22. Sambalpur: 9
23. Sonepur: 4
24. Sundargarh: 29
25. State Pool: 15New recoveries: 202
Cumulative tested: 33317038
Positive: 1329995
Recovered: 1319000
Active cases: 1758— I & PR Department, Odisha (@IPR_Odisha) September 10, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୨୦୨ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୨୯୯୯୫ ରହିଥିବା ବେଳେ ୧୭୫୮ ଜଣ ଚିକିତ୍ସିତ ହେଉଛନ୍ତି ।