ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା ମିଟର ଉପର ତଳ ହେବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୨୬୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୫୨ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୦୮ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୨୯ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Dhenkanal: 1
8. Ganjam: 2
9. Jagatsinghpur: 5
10. Jajpur: 5
11. Jharsuguda: 1
12. Kalahandi: 19
13. Kandhamal: 2
14. Kendrapada: 5
15. Khurda: 45
16. Mayurbhanj: 6
17. Nawarangpur: 5
18. Nayagarh: 12
19. Nuapada: 29
20. Puri: 7
21. Rayagada: 4— I & PR Department, Odisha (@IPR_Odisha) September 14, 2022
22. Sambalpur: 19
23. Sonepur: 6
24. Sundargarh: 41
25. State Pool: 9New recoveries: 353
Cumulative tested: 33368240
Positive: 1330853
Recovered: 1319941
Active cases: 1674— I & PR Department, Odisha (@IPR_Odisha) September 14, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୩୫୩ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୩୦୮୫୩ ରହିଥିବା ବେଳେ ୧୬୭୪ ଜଣ ଚିକିତ୍ସିତ ହେଉଛନ୍ତି ।