ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ହ୍ରାସ ପାଉଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୦୭ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୦୩ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୧ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 19th May
New Positive Cases: 10
Of which 0-18 years: 1
In quarantine: 7
Local contacts: 3(Details of local contacts will be shared by concerned District)
1. Khurda: 8
2. State Pool: 2— I & PR Department, Odisha (@IPR_Odisha) May 20, 2022
New recoveries: 12
Cumulative tested: 31598625
Positive: 1288349
Recovered: 1279052
Active cases: 118— I & PR Department, Odisha (@IPR_Odisha) May 20, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୧୨ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୭୯୦୫୨ ରହିଥିବା ବେଳେ ୧୧୮ ଜଣ ଚିକିତ୍ସିତ ହେଉଛନ୍ତି ।