ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଜାରି ରହିଛି କରୋନା କୋପ । ପ୍ରତ୍ୟେକ ଦିନ କରୋନର ନୂତନ ମାମଲା ସାମ୍ନାକୁ ଆସୁଥିବା ବେଳେ ଏବେ ୧୦ ହଜାର ତଳେ ରହିଛି ଆକ୍ରାନ୍ତଙ୍କ ସଂଖ୍ୟା । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୮୮୩୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪୯୪୮ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୩୮୯୧ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
6. Boudh: 179
7. Cuttack: 769
8. Deogarh: 84
9. Dhenkanal: 510
10. Gajapati: 52
11. Ganjam: 196
12. Jagatsinghpur: 317
13. Jajpur: 493
14. Jharsuguda: 121
15. Kalahandi: 145
16. Kandhamal: 58
17. Kendrapada: 302
18. Keonjhar: 188
19. Khurda: 1235
20. Koraput: 99— I & PR Department, Odisha (@IPR_Odisha) June 3, 2021
New recoveries: 10594
Cumulative tested: 11972226
Positive: 790970
Recovered: 702621
Active cases: 85423— I & PR Department, Odisha (@IPR_Odisha) June 3, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୧୦୫୯୪ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୯୦୯୭୦ ରହିଥିବା ବେଳେ ଏହି ରୋଗରୁ ୭୦୨୬୨୧ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୮୫୪୨୩ ଜଣ ଚିକିତ୍ସିତ ହେଉଛନ୍ତି ।