ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ହ୍ରାସ ପାଉଛି । ପୂର୍ବପେକ୍ଷା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୯୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୧୪ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୭୯ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୨୩ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Ganjam: 6
8. Jagatsinghpur: 2
9. Jajpur: 14
10. Jharsuguda: 4
11. Kandhamal: 4
12. Kendrapada: 4
13. Keonjhar: 2
14. Khurda: 88
15. Mayurbhanj: 11
16. Nayagarh: 1
17. Puri: 3
18. Sambalpur: 7
19. Sundargarh: 3
20. State Pool: 20— I & PR Department, Odisha (@IPR_Odisha) December 4, 2021
New recoveries: 233
Cumulative tested: 23964487
Positive: 1050060
Recovered: 1039204
Active cases: 2383— I & PR Department, Odisha (@IPR_Odisha) December 4, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୨୩୩ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୦୦୬୦ ରହିଥିବା ବେଳେ ୨୩୮୩ ଜଣ ଚିକିତ୍ସିତ ହେଉଛନ୍ତି ।