ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ହ୍ରାସ ପାଉଛି । ପୂର୍ବପେକ୍ଷା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୯୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୧୫ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୮୦ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୨୪ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Gajapati: 1
8. Jajpur: 5
9. Jharsuguda: 2
10. Kendrapada: 2
11. Khurda: 99
12. Mayurbhanj: 13
13. Nayagarh: 2
14. Puri: 4
15. Rayagada: 1
16. Sambalpur: 8
17. Sonepur: 1
18. Sundargarh: 11
19. State Pool: 23— I & PR Department, Odisha (@IPR_Odisha) December 9, 2021
New recoveries: 264
Cumulative tested: 24241696
Positive: 1050955
Recovered: 1040403
Active cases: 2071— I & PR Department, Odisha (@IPR_Odisha) December 9, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୨୬୪ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୦୯୫୫ ରହିଥିବା ବେଳେ ୨୦୭୧ ଜଣ ଚିକିତ୍ସିତ ହେଉଛନ୍ତି ।