ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ହ୍ରାସ ପାଉଛି । ପୂର୍ବପେକ୍ଷା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୬୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୯୪ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୬୬ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୨୦ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Dhenkanal: 1
8. Gajapati: 4
9. Ganjam: 2
10. Jagatsinghpur: 1
11. Jajpur: 5
12. Jharsuguda: 1
13. Kendrapada: 2
14. Khurda: 86
15. Mayurbhanj: 5
16. Nayagarh: 1
17. Puri: 1
18. Rayagada: 1
19. Sambalpur: 5
20. Sundargarh: 10
21. State Pool: 21— I & PR Department, Odisha (@IPR_Odisha) December 12, 2021
New recoveries: 205
Cumulative tested: 24417127
Positive: 1051574
Recovered: 1041132
Active cases: 1955— I & PR Department, Odisha (@IPR_Odisha) December 12, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୨୦୫ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୧୫୭୪ ରହିଥିବା ବେଳେ ୧୯୫୫ ଜଣ ଚିକିତ୍ସିତ ହେଉଛନ୍ତି ।