ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ହ୍ରାସ ପାଉଛି । ପୂର୍ବପେକ୍ଷା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୬୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୯୭ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୭୨ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୨୯ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 17th December
New Positive Cases: 169
Of which 0-18 years: 29
In quarantine: 97
Local contacts: 72(Details of local contacts will be shared by concerned District)
1. Balasore: 2
2. Bhadrak: 2
3. Balangir: 2
4. Cuttack: 9
5. Deogarh: 5
6. Gajapati: 3— I & PR Department, Odisha (@IPR_Odisha) December 18, 2021
7. Ganjam: 7
8. Jajpur: 3
9. Jharsuguda: 2
10. Kendrapada: 1
11. Khurda: 88
12. Mayurbhanj: 3
13. Nayagarh: 2
14. Puri: 2
15. Sambalpur:10
16. Sundargarh: 9
17. State Pool: 19New recoveries: 222
Cumulative tested: 24769208
Positive: 1052641
Recovered: 1042224
Active cases: 1922— I & PR Department, Odisha (@IPR_Odisha) December 18, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୨୨୨ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୨୬୪୧ ରହିଥିବା ବେଳେ ୧୯୨୨ ଜଣ ଚିକିତ୍ସିତ ହେଉଛନ୍ତି ।