ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ହ୍ରାସ ପାଉଛି । ପୂର୍ବପେକ୍ଷା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୨୨୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୩୨ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୯୩ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୩୭ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Dhenkanal: 1
8. Ganjam: 1
9. Jajpur: 4
10. Jharsuguda: 9
11. Kendrapada: 4
12. Keonjhar: 6
13. Khurda: 87
14. Mayurbhanj: 10
15. Nawarangpur: 2
16. Nuapada: 4
17. Puri: 3
18. Rayagada: 2
19. Sambalpur: 23
20. Sonepur: 1
21. Sundargarh: 13
22. State Pool: 20— I & PR Department, Odisha (@IPR_Odisha) December 30, 2021
New recoveries: 165
Cumulative tested: 25461138
Positive: 1054606
Recovered: 1044443
Active cases: 1652— I & PR Department, Odisha (@IPR_Odisha) December 30, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୧୬୫ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୪୬୦୬ ରହିଥିବା ବେଳେ ୧୬୫୨ ଜଣ ଚିକିତ୍ସିତ ହେଉଛନ୍ତି ।