ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ପୁଣି ଥରେ ବୃଦ୍ଧି ପାଉଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୪୨୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୪୯ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୭୫ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୬୭ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Ganjam: 4
8. Jagatsinghpur: 8
9. Jajpur: 9
10. Jharsuguda: 15
11. Kalahandi: 2
12. Kendrapada: 1
13. Keonjhar: 14
14. Khurda: 177
15. Mayurbhanj: 8
16. Nawarangpur: 7
17. Puri: 14
18. Rayagada: 4
19. Sambalpur: 15
20. Sundargarh: 38
21. State Pool: 40— I & PR Department, Odisha (@IPR_Odisha) January 2, 2022
New recoveries: 159
Cumulative tested: 25646281
Positive: 1055556
Recovered: 1044962
Active cases: 2078— I & PR Department, Odisha (@IPR_Odisha) January 2, 2022
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୧୫୯ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୫୫୫୬ ରହିଥିବା ବେଳେ ୨୦୭୮ ଜଣ ଚିକିତ୍ସିତ ହେଉଛନ୍ତି ।