ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ପୁଣି ଥରେ ବୃଦ୍ଧି ପାଉଛି । ସଂକ୍ରମଣ ହାର ଏବେ ଦୃତ ଗତିରେ ବଢି ଚାଲିଛି । ଯାହା ଏବେ ଚିନ୍ତାର ବିଷୟ ପାଲଟିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୧୬୦୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୬୭୨୮ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୪୮୭୯ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୯୯୧ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
22. Mayurbhanj: 174
23. Nawarangpur: 149
24. Nayagarh: 206
25. Nuapada: 166
26. Puri: 157
27. Rayagada: 229
28. Sambalpur: 390
29. Sonepur: 114
30. Sundargarh: 1219
31. State Pool: 877— I & PR Department, Odisha (@IPR_Odisha) January 19, 2022
New recoveries: 7745
Cumulative tested: 26842063
Positive: 1167094
Recovered: 1073777
Active cases: 84770— I & PR Department, Odisha (@IPR_Odisha) January 19, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୭୭୪୫ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧୬୭୦୯୪ ରହିଥିବା ବେଳେ ୮୪୭୭୦ ଜଣ ଚିକିତ୍ସିତ ହେଉଛନ୍ତି ।