ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ହ୍ରାସ ପାଉଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୪୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୮୪ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୬୧ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୩୭ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
8. Gajapati: 16
9. Ganjam: 6
10. Jagatsinghpur: 1
11. Jajpur: 4
12. Jharsuguda: 8
13. Kalahandi: 1
14. Kandhamal: 1
15. Kendrapada: 3
16. Khurda: 25
17. Koraput: 2
18. Mayurbhanj: 4
19. Nawarangpur: 4
20. Nuapada: 2
21. Sambalpur: 17
22. Sundargarh: 16
23. State Pool: 6— I & PR Department, Odisha (@IPR_Odisha) March 5, 2022
New recoveries: 263
Cumulative tested: 29501488
Positive: 1285760
Recovered: 1275019
Active cases: 1590— I & PR Department, Odisha (@IPR_Odisha) March 5, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୨୬୩ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୭୫୦୧୯ ରହିଥିବା ବେଳେ ୧୫୯୦ ଜଣ ଚିକିତ୍ସିତ ହେଉଛନ୍ତି ।