ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ ଖସୁଛି ତ ପୁଣି କେତେବେଳେ ବଢୁଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୨୮୦୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୫୯୭ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୨୦୬ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
6. Boudh: 21
7. Cuttack: 441
8. Deogarh: 9
9. Dhenkanal: 67
10. Gajapati: 10
11. Ganjam: 20
12. Jagatsinghpur: 117
13. Jajpur: 153
14. Jharsuguda: 7
15. Kalahandi: 15
16. Kandhamal: 20
17. Kendrapada: 119
18. Keonjhar: 64
19. Khurda: 475
20. Koraput: 65
21. Malkangiri: 55— I & PR Department, Odisha (@IPR_Odisha) July 5, 2021
22. Mayurbhanj: 193
23. Nawarangpur: 15
24. Nayagarh: 115
25. Nuapada: 8
26. Puri: 154
27. Rayagada: 54
28. Sambalpur: 32
29. Sonepur: 18
30. Sundargarh: 62
31. State Pool: 91New recoveries: 3358
Cumulative tested: 14125511
Positive: 924699
Recovered: 890778
Active case: 29620— I & PR Department, Odisha (@IPR_Odisha) July 5, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୩୩୫୮ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୨୪୬୯୯ ରହିଥିବା ବେଳେ ଏହି ରୋଗରୁ ୮୯୦୭୭୮ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୨୯୬୨୦ ଜଣ ଚିକିତ୍ସିତ ହେଉଛନ୍ତି ।