ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ହ୍ରାସ ପାଉଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୦୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୬୪ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୪୪ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୩୦ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Dhenkanal: 1
8. Gajapati: 16
9. Ganjam: 7
10. Jagatsinghpur: 1
11. Jajpur: 3
12. Jharsuguda: 3
13. Kalahandi: 2
14. Kendrapada: 7
15. Khurda: 14
16. Mayurbhanj: 1
17. Nawarangpur: 6
18. Nuapada: 1
19. Rayagada: 1— I & PR Department, Odisha (@IPR_Odisha) March 10, 2022
20. Sambalpur: 8
21. Sonepur: 1
22. Sundargarh: 9
23. State Pool: 3New recoveries: 170
Cumulative tested: 29736490
Positive: 1286353
Recovered: 1276150
Active cases: 1047— I & PR Department, Odisha (@IPR_Odisha) March 10, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୧୭୦ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୬୩୫୩ ରହିଥିବା ବେଳେ ୧୦୪୭ ଜଣ ଚିକିତ୍ସିତ ହେଉଛନ୍ତି ।