ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ହ୍ରାସ ପାଉଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୮୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୫୦ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୩୬ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୨୩ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Jagatsinghpur: 1
8. Jajpur: 3
9. Jharsuguda: 1
10. Kandhamal: 2
11. Kendrapada: 4
12. Khurda: 2
13. Koraput: 3
14. Malkangiri: 1
15. Mayurbhanj: 6
16. Nawarangpur: 6
17. Rayagada: 1
18. Sambalpur: 15
19. Sundargarh: 14
20. State Pool: 1— I & PR Department, Odisha (@IPR_Odisha) March 13, 2022
New recoveries: 163
Cumulative tested: 29875927
Positive: 1286626
Recovered: 1276565
Active cases: 897— I & PR Department, Odisha (@IPR_Odisha) March 13, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୧୬୩ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୬୬୨୬ ରହିଥିବା ବେଳେ ୮୯୭ ଜଣ ଚିକିତ୍ସିତ ହେଉଛନ୍ତି ।