ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ହ୍ରାସ ପାଉଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୭୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪୭ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୩୧ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୨୦ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Jagatsinghpur: 1
8. Jajpur: 4
9. Kandhamal: 1
10. Kendrapada: 12
11. Khurda: 10
12. Koraput: 7
13. Mayurbhanj: 2
14. Nawarangpur: 1
15. Nuapada: 3
16. Puri: 1
17. Sambalpur: 9
18. Sonepur: 1
19. Sundargarh: 8
20. State Pool: 3— I & PR Department, Odisha (@IPR_Odisha) March 15, 2022
New recoveries: 107
Cumulative tested: 29964608
Positive: 1286772
Recovered: 1276782
Active cases: 822— I & PR Department, Odisha (@IPR_Odisha) March 15, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୧୦୭ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୬୭୭୨ ରହିଥିବା ବେଳେ ୮୨୨ ଜଣ ଚିକିତ୍ସିତ ହେଉଛନ୍ତି ।