ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ହ୍ରାସ ପାଉଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୪୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୯ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୯ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୧୬ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 26th March
New Positive Cases: 48
Of which 0-18 years: 16
In quarantine: 29
Local contacts: 19(Details of local contacts will be shared by concerned District)
1. Balasore: 4
2. Bhadrak: 1
3. Balangir: 9
4. Cuttack: 1
5. Gajapati: 7
6. Jajpur: 2— I & PR Department, Odisha (@IPR_Odisha) March 27, 2022
7. Jharsuguda: 3
8. Kendrapada: 3
9. Khurda: 6
10. Sambalpur: 3
11. Sundargarh: 8
12. State Pool: 1New recoveries: 60
Cumulative tested: 30494398
Positive: 1287469
Recovered: 1277879
Active cases: 419— I & PR Department, Odisha (@IPR_Odisha) March 27, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୬୦ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୭୪୬୯ ରହିଥିବା ବେଳେ ୪୧୯ ଜଣ ଚିକିତ୍ସିତ ହେଉଛନ୍ତି ।