ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ ଖସୁଛି ତ ପୁଣି କେତେବେଳେ ବଢୁଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୬୩୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୯୪୯ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୬୮୮ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
6. Boudh: 9
7. Cuttack: 250
8. Deogarh: 4
9. Dhenkanal: 50
10. Ganjam: 16
11. Jagatsinghpur: 85
12. Jajpur: 80
13. Jharsuguda: 6
14. Kalahandi: 7
15. Kandhamal: 36
16. Kendrapada: 76
17. Keonjhar: 18
18. Khurda: 350
19. Koraput: 9
20. Malkangiri: 9
21. Mayurbhanj: 75— I & PR Department, Odisha (@IPR_Odisha) July 26, 2021
22. Nawarangpur: 9
23. Nayagarh: 39
24. Nuapada: 14
25. Puri: 78
26. Rayagada: 14
27. Sambalpur: 13
28. Sonepur: 11
29. Sundargarh: 61
30. State Pool: 71New recoveries: 2108
Cumulative tested: 15656204
Positive: 969185
Recovered: 945177
Active cases: 18381— I & PR Department, Odisha (@IPR_Odisha) July 26, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୨୧୦୮ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୬୯୧ ର୮୫ହିଥିବା ବେଳେ ଏହି ରୋଗରୁ ୯୪୫୧୭୭ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୧୮୩୮୧ ଜଣ ଚିକିତ୍ସିତ ହେଉଛନ୍ତି ।