ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ କମୁଛି ତ ପୁଣି କେତେବେଳେ ବଢୁଛି । ଆଜି ରାଜ୍ୟରେ ଏକ ହଜାର ତଳେ ରହିଛି ଦୈନକ ମାମଲା । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୮୪୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪୯୧ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୩୫୮ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୧୧୯ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
4. Bhadrak: 10
5. Balangir: 1
6. Boudh: 5
7. Cuttack: 98
8. Deogarh: 11
9. Dhenkanal: 21
10. Ganjam: 4
11. Jagatsinghpur: 21
12. Jajpur: 32
13. Jharsuguda: 1
14. Kalahandi: 3
15. Kandhamal: 2
16. Kendrapada: 27
17. Keonjhar: 16
18. Khurda: 361
19. Koraput: 4
20. Malkangiri: 1— I & PR Department, Odisha (@IPR_Odisha) August 29, 2021
21. Mayurbhanj: 20
22. Nayagarh: 14
23. Nuapada: 2
24. Puri: 28
25. Rayagada: 2
26. Sambalpur: 15
27. Sundargarh: 16
28. State Pool: 78New recoveries: 956
Cumulative tested: 17947361
Positive: 1006503
Recovered: 990796
Active cases: 7820— I & PR Department, Odisha (@IPR_Odisha) August 29, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୯୫୬ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୦୬୫୦୩ ରହିଥିବା ବେଳେ ଏହି ରୋଗରୁ ୯୯୦୭୯୬ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୭୮୨୦ ଜଣ ଚିକିତ୍ସିତ ହେଉଛନ୍ତି ।