ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଜାରି ରହିଛି କରୋନା ପ୍ରକୋପ । ପ୍ରତ୍ୟେକ ଦିନ କରୋନର ନୂତନ ମାମଲା ସାମ୍ନାକୁ ଆସୁଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୦୬୪୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୫୯୬୫ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୪୬୮୪ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
6. Boudh: 232
7. Cuttack: 930
8. Deogarh: 112
9. Dhenkanal: 220
10. Gajapati: 104
11. Ganjam: 245
12. Jagatsinghpur: 278
13. Jajpur: 307
14. Jharsuguda: 368
15. Kalahandi: 263
16. Kandhamal: 69
17. Kendrapada: 185
18. Keonjhar: 175
19. Khurda: 1557
20. Koraput: 164— I & PR Department, Odisha (@IPR_Odisha) May 13, 2021
New recoveries: 8547
Cumulative tested: 10713098
Positive: 576297
Recovered: 473680
Active cases: 100313— I & PR Department, Odisha (@IPR_Odisha) May 13, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୮୫୪୭ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୭୬୨୯୭ ରହିଥିବା ବେଳେ ଏହି ରୋଗରୁ ୪୭୩୬୮୦ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୧୦୦୩୧୩ ଜଣ ଚିକିତ୍ସିତ ହେଉଛନ୍ତି ।