ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଜାରି ରହିଛି କରୋନା କୋପ । ପ୍ରତ୍ୟେକ ଦିନ କରୋନର ନୂତନ ମାମଲା ସାମ୍ନାକୁ ଆସୁଛି । କିନ୍ତୁ ଲଗାତର ଭାବେ ୧୦ ହଜାର ଉପରେ ରହିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୦୯୩୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୬୧୭୮ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୪୭୬୧ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
6. Boudh: 385
7. Cuttack: 922
8. Deogarh: 100
9. Dhenkanal: 763
10. Gajapati: 43
11. Ganjam: 254
12. Jagatsinghpur: 291
13. Jajpur: 541
14. Jharsuguda: 191
15. Kalahandi: 244
16. Kandhamal: 77
17. Kendrapada: 323
18. Keonjhar: 176
19. Khurda: 1298
20. Koraput: 242— I & PR Department, Odisha (@IPR_Odisha) May 25, 2021
New recoveries: 11614
Cumulative tested: 11437337
Positive: 714380
Recovered: 601224
Active cases: 110554— I & PR Department, Odisha (@IPR_Odisha) May 25, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୧୧୬୧୬ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୧୪୩୮୦ ରହିଥିବା ବେଳେ ଏହି ରୋଗରୁ ୬୦୧୨୨୪ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୧୧୦୫୫୪ ଜଣ ଚିକିତ୍ସିତ ହେଉଛନ୍ତି ।