ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ ଖସୁଛି ତ ପୁଣି କେତେବେଳେ ବଢୁଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୨୮୭୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୬୫୨ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୨୧୮ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
6. Boudh: 13
7. Cuttack: 440
8. Deogarh: 5
9. Dhenkanal: 85
10. Gajapati: 7
11. Ganjam: 11
12. Jagatsinghpur: 112
13. Jajpur: 191
14. Jharsuguda: 5
15. Kalahandi: 36
16. Kandhamal: 25
17. Kendrapada: 157
18. Keonjhar: 66
19. Khurda: 384
20. Koraput: 60
21. Malkangiri: 57— I & PR Department, Odisha (@IPR_Odisha) July 4, 2021
22. Mayurbhanj: 164
23. Nawarangpur: 35
24. Nayagarh: 105
25. Nuapada: 7
26. Puri: 165
27. Rayagada: 50
28. Sambalpur: 23
29. Sonepur: 10
30. Sundargarh: 87
31. State Pool: 60New recovery: 3158
Cumulative tested: 14050771
Positive: 921896
Recovered: 887420
Active cases: 30227— I & PR Department, Odisha (@IPR_Odisha) July 4, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୩୧୫୮ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୨୧୮୯୬ ରହିଥିବା ବେଳେ ଏହି ରୋଗରୁ ୮୮୭୪୨୦ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୩୦୨୨୭ ଜଣ ଚିକିତ୍ସିତ ହେଉଛନ୍ତି ।