ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ ଖସୁଛି ତ ପୁଣି କେତେବେଳେ ବଢୁଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୬୧୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୯୩୭ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୬୭୮ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Cuttack: 229
8. Deogarh: 9
9. Dhenkanal: 30
10. Gajapati: 2
11. Ganjam: 7
12. Jagatsinghpur: 96
13. Jajpur: 70
14. Jharsuguda: 10
15. Kalahandi: 2
16. Kandhamal: 14
17. Kendrapada: 40
18. Keonjhar: 15
19. Khurda: 442
20. Koraput: 4
21. Malkangiri: 4
22. Mayurbhanj: 48— I & PR Department, Odisha (@IPR_Odisha) July 29, 2021
23. Nawarangpur: 12
24. Nayagarh: 42
25. Nuapada: 5
26. Puri: 123
27. Rayagada: 9
28. Sambalpur: 16
29. Sonepur: 9
30. Sundargarh: 30
31. State Pool: 94New recoveries: 1699
Cumulative tested: 15874576
Positive: 974132
Recovered: 951049
Active cases: 17262— I & PR Department, Odisha (@IPR_Odisha) July 29, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୧୬୯୯ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୭୪୧୩୨ ରହିଥିବା ବେଳେ ଏହି ରୋଗରୁ ୯୫୧୦୪୯ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୧୭୨୬୨ ଜଣ ଚିକିତ୍ସିତ ହେଉଛନ୍ତି ।