ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ କମୁଛି ତ ପୁଣି କେତେବେଳେ ବଢୁଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୫୫୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୨୧ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୨୩୮ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୭୧ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
6. Boudh: 18
7. Cuttack: 54
8. Deogarh: 2
9. Dhenkanal: 10
10. Ganjam: 4
11. Jagatsinghpur: 14
12. Jajpur: 14
13. Jharsuguda: 2
14. Kandhamal: 2
15. Kendrapada: 4
16. Khurda: 279
17. Koraput: 6
18. Mayurbhanj: 8
19. Nayagarh: 9
20. Puri: 14
21. Rayagada: 1
22. Sambalpur: 16— I & PR Department, Odisha (@IPR_Odisha) October 20, 2021
23. Sundargarh: 10
24. State Pool: 68New recoveries: 618
Cumulative tested: 21246062
Positive: 1036532
Recovered: 1023398
Active cases: 4785— I & PR Department, Odisha (@IPR_Odisha) October 20, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୬୧୮ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୬୫୩୨ ରହିଥିବା ବେଳେ ୪୭୮୫ ଜଣ ଚିକିତ୍ସିତ ହେଉଛନ୍ତି ।