ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ କମୁଛି ତ ପୁଣି କେତେବେଳେ ବଢୁଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୪୨୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୪୯ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୮୬ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୭୧ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
6. Dhenkanal: 3
7. Gajapati: 4
8. Jagatsinghpur: 10
9. Jajpur: 11
10. Jharsuguda: 2
11. Kendrapada: 3
12. Keonjhar: 1
13. Khurda: 211
14. Koraput: 1
15. Mayurbhanj: 20
16. Nawarangpur: 1
17. Nayagarh: 6
18. Nuapada: 3
19. Puri: 8
20. Rayagada: 4
21. Sambalpur: 14
22. Sonepur: 1— I & PR Department, Odisha (@IPR_Odisha) October 25, 2021
23. Sundargarh: 3
24. State Pool: 45New recoveries: 410
Cumulative tested: 21585133
Positive: 1038836
Recovered: 1025917
Active cases: 4554— I & PR Department, Odisha (@IPR_Odisha) October 25, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୪୧୦ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୮୮୩୬ ରହିଥିବା ବେଳେ ୪୫୫୪ ଜଣ ଚିକିତ୍ସିତ ହେଉଛନ୍ତି ।