ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ କମୁଛି ତ ପୁଣି କେତେବେଳେ ବଢୁଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୩୨୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୮୭ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୩୫ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୪୨ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Dhenkanal: 3
8. Gajapati: 2
9. Ganjam: 3
10. Jagatsinghpur: 9
11. Jajpur: 13
12. Kalahandi: 2
13. Kendrapada: 8
14. Keonjhar: 1
15. Khurda: 169
16. Malkangiri: 1
17. Mayurbhanj: 3
18. Nawarangpur: 1
19. Nayagarh: 4
20. Nuapada: 3
21. Puri: 5
22. Rayagada: 1
23. Sambalpur: 10— I & PR Department, Odisha (@IPR_Odisha) November 3, 2021
24. Sonepur: 1
25. Sundargarh: 8
26. State Pool: 39New recoveries: 441
Cumulative tested: 22169519
Positive: 1042422
Recovered: 1030026
Active cases: 4000— I & PR Department, Odisha (@IPR_Odisha) November 3, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୪୪୧ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୨୪୨୨ ରହିଥିବା ବେଳେ ୪୦୦୦ ଜଣ ଚିକିତ୍ସିତ ହେଉଛନ୍ତି ।