ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ହ୍ରାସ ପାଉଛି । ପୂର୍ବପେକ୍ଷା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୨୪୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୪୪ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୦୩ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୩୭ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Gajapati: 2
8. Jagatsinghpur: 9
9. Jajpur: 8
10. Jharsuguda: 3
11. Kalahandi: 1
12. Kendrapada: 7
13. Khurda: 115
14. Koraput: 3
15. Malkangiri: 1
16. Mayurbhanj: 12
17. Puri: 2
18. Rayagada: 1
19. Sambalpur: 13— I & PR Department, Odisha (@IPR_Odisha) November 13, 2021
20. Sundargarh: 8
21. State Pool: 26New recoveries: 339
Cumulative tested: 22778231
Positive: 1045209
Recovered: 1033991
Active cases: 2790— I & PR Department, Odisha (@IPR_Odisha) November 13, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୩୩୯ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୫୨୦୯ ରହିଥିବା ବେଳେ ୨୭୯୦ ଜଣ ଚିକିତ୍ସିତ ହେଉଛନ୍ତି ।