ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ହ୍ରାସ ପାଉଛି । ପୂର୍ବପେକ୍ଷା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୨୨୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୨୮ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୯୮ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୩୩ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Dhenkanal: 1
8. Ganjam: 2
9. Jagatsinghpur: 4
10. Jajpur: 8
11. Kalahandi: 3
12. Kendrapada: 3
13. Khurda: 114
14. Koraput: 2
15. Malkangiri: 2
16. Mayurbhanj: 6
17. Nayagarh: 3
18. Puri: 1
19. Sambalpur: 7— I & PR Department, Odisha (@IPR_Odisha) November 17, 2021
20. Sundargarh: 11
21. State Pool: 27New recoveries: 236
Cumulative tested: 23006494
Positive: 1046088
Recovered: 1034995
Active cases: 2657— I & PR Department, Odisha (@IPR_Odisha) November 17, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୨୩୬ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୬୦୮୮ ରହିଥିବା ବେଳେ ୨୬୫୭ ଜଣ ଚିକିତ୍ସିତ ହେଉଛନ୍ତି ।