ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ହ୍ରାସ ପାଉଛି । ପୂର୍ବପେକ୍ଷା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୨୧୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୨୩ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୮୯ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୭୦ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Jajpur: 8
8. Jharsuguda: 2
9. Kendrapada: 1
10. Khurda: 90
11. Koraput: 2
12. Mayurbhanj: 13
13. Nayagarh: 1
14. Puri: 9
15. Sambalpur: 13
16. Sundargarh: 39
17. State Pool: 22— I & PR Department, Odisha (@IPR_Odisha) November 23, 2021
New recoveries: 245
Cumulative tested: 23334433
Positive: 1047386
Recovered: 1036746
Active cases: 2191— I & PR Department, Odisha (@IPR_Odisha) November 23, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୨୪୫ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୭୩୮୬ ରହିଥିବା ବେଳେ ୨୧୯୧ ଜଣ ଚିକିତ୍ସିତ ହେଉଛନ୍ତି ।