ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ବଢି ଚାଲିଛି । ପ୍ରତ୍ୟେକ ଦିନ କରୋନର ନୂତନ ମାମଲା ସାମ୍ନାକୁ ଆସୁଛି । କିନ୍ତୁ ଲଗାତର ଭାବେ ୧୦ ହଜାର ଉପରେ ମାମଲା ରହୁଥିବା ବେଳେ ଆଜି ସାଢେ ୧୨ ଉପରେ ମାମଲା । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୨୫୨୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୭୦୧୨ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୫୫୧୧ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
6. Boudh: 365
7. Cuttack: 1084
8. Deogarh: 106
9. Dhenkanal: 132
10. Gajapati: 53
11. Ganjam: 369
12. Jagatsinghpur: 325
13. Jajpur: 419
14. Jharsuguda: 373
15. Kalahandi: 491
16. Kandhamal: 100
17. Kendrapada: 195
18. Keonjhar: 232
19. Khurda: 1842
20. Koraput: 233— I & PR Department, Odisha (@IPR_Odisha) May 21, 2021
New recoveries: 9870
Cumulative tested: 11180649
Positive: 668422
Recovered: 556501
Active cases: 109438— I & PR Department, Odisha (@IPR_Odisha) May 21, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୯୮୭୦ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୬୮୪୨୨ ରହିଥିବା ବେଳେ ଏହି ରୋଗରୁ ୫୫୬୫୦୧ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୧୦୯୪୩୮ ଜଣ ଚିକିତ୍ସିତ ହେଉଛନ୍ତି ।