ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ହ୍ରାସ ପାଉଛି । ପୂର୍ବପେକ୍ଷା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୨୨୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୩୪ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୯୪ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୩୫ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Dhenkanal: 1
8. Ganjam: 5
9. Jagatsinghpur: 4
10. Jajpur: 7
11. Jharsuguda: 3
12. Kendrapada: 4
13. Keonjhar: 3
14. Khurda: 96
15. Koraput: 2
16. Mayurbhanj: 21
17. Nawarangpur: 1
18. Nayagarh: 2
19. Puri: 10
20. Rayagada: 3
21. Sambalpur: 11
22. Sonepur: 2— I & PR Department, Odisha (@IPR_Odisha) November 30, 2021
23. Sundargarh: 5
24. State Pool: 23New recoveries: 221
Cumulative tested: 23727873
Positive: 1049108
Recovered: 1038306
Active cases: 2338— I & PR Department, Odisha (@IPR_Odisha) November 30, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୨୨୧ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୯୧୦୮ ରହିଥିବା ବେଳେ ୨୩୩୮ ଜଣ ଚିକିତ୍ସିତ ହେଉଛନ୍ତି ।