ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ଦେଶରେ ଦୈନିକ ସଂକ୍ରମଣ ସଂଖ୍ୟା ଏବେ ଉପର ତଳ ହେଉଛିି । ସହିଅନୁଯାୟୀ କେନ୍ଦ୍ରୀୟ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଜାରି କରାଯାଇଥିବା ସଂଖ୍ୟା ମୁତାବକ ଗତ ୨୪ ଘଣ୍ଟା ମଧ୍ୟରେ ନୂତନ ୩,୦୬,୦୬୪ ନୂତନ ମାମଲା ସାମ୍ନାକୁ ଆସିଥିବା ବେଳେ ଗତ ୨୪ ଘଣ୍ଟାରେ ୪୩୯ ଜଣଙ୍କର ମୃତ୍ୟୁ ହୋଇଛି ।
ସେହିପରି ଦେଶରେ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ହେବାରେ ଲାଗିଛି । ଗତ ୨୪ ଘଣ୍ଟାରେ ୨,୪୩,୪୯୫ ରୋଗୀ ସୁସ୍ଥ ହୋଇଛନ୍ତ । ଅନ୍ୟପଟେ ଏବେ ଦେଶରେ ୨୨୪୯୩୩୫ ସକ୍ରିୟ ମାମଲା ରହିଛି ।