ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା ପ୍ରକୋପ ଜାରି ରହିଛି । ପ୍ରତ୍ୟେକ ଦିନ ନୂତନ ମାମଲା ସାମ୍ନାକୁ ଆସୁଛି । ପୂର୍ବାପେକ୍ଷା ଏବେ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି । ସେହିଅନୁଯାୟୀ ଏବେ ପୁଣି ଆଉ ୧୨୧୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୭୦୮ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୫୧୧ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 8th November
New Positive Cases: 1219
In Quarantine: 708
Local Contacts: 511(Details of local contacts will be shared by concerned District Administration)
District Wise Cases:
1. Angul: 78
2. Balasore: 107
3. Bargarh: 39
4. Bhadrak: 22
5. Balangir: 46— I & PR Department, Odisha (@IPR_Odisha) November 9, 2020
22. Mayurbhanj: 83
23. Nawarangpur: 13
24. Nayagarh: 23
25. Nuapada: 31
26. Puri: 34
27. Rayagada: 7
28. Sambalpur: 32
29. Sonepur: 20
30. Sundargarh: 107
31. State Pool: 19New recoveries: 1311
Cumulative Tested: 4984550
Positive: 302793
Recovered: 288168
Active cases: 13131— I & PR Department, Odisha (@IPR_Odisha) November 9, 2020
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୧୩୧୧ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୦୨୭୯୩ ରହିଥିବା ବେଳେ ଏହି ରୋଗରୁ ୨୮୮୧୬୮ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୧୩୧୩୧ ଜଣ ଚିକିତ୍ସିତ ହେଉଛନ୍ତି ।