ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଏବେ କରୋନା ପ୍ରକୋପ କମିବାରେ ଲାଗିଛି । ପୂର୍ବାପେକ୍ଷା ଏବେ ଆକ୍ରନ୍ତଙ୍କ ସଂଖ୍ୟା ଧୀରେ ଧୀରେ ହ୍ରାସ ପାଉଛି । ଗତକାଲି ୪ଶହ ଉପରେ ରହିଥିଲା ଆକ୍ରାନ୍ତଙ୍କ ସଂଖ୍ୟା । କିନ୍ତୁ ଗତ ୨୪ ଘଣ୍ଟା ମଧ୍ୟରେ ୪ ଶହ ତଳକୁ ଖସିବା ସହ ଆଉ ୩୯୩ ନୂତନ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୨୯ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ହୋଇଥିବା ବେଳେ ୧୬୪ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଏବଂ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେଜଣ ରହିଛନ୍ତି ସେଥିପାଇଁ ରାଜ୍ୟ ସୂଚନା ଏବଂ ଲୋକ ସମ୍ପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 5th December
New Positive Cases: 393
In quarantine: 229
Local contacts: 164(Details of local contacts will be shared by concerned District Administration)
District Wise Cases:
1. Angul: 15
2. Balasore: 11
3. Bargarh: 9
4. Bhadrak: 9
5. Balangir: 23— I & PR Department, Odisha (@IPR_Odisha) December 6, 2020
22. Nawarangpur: 1
23. Nayagarh: 4
24. Nuapada: 12
25. Puri: 18
26. Rayagada: 2
27. Sambalpur: 11
28. Sundargarh: 45
29. State Pool: 11New recoveries: 605
Cumulative tested: 6143761
Positive: 321196
Recovered: 315270
Active cases: 4102— I & PR Department, Odisha (@IPR_Odisha) December 6, 2020
ଅନ୍ୟପଟେ ରାଜ୍ୟରେ ସୁସ୍ଥ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ସେହିଅନୁଯାୟୀ ପୁଣି ଆଉ ୬୦୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ଏବେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୨୧୧୯୬ ହୋଇଥିବା ବେଳେ ୩୧୫୨୭୦ ଜଣ ରୋଗୀ ସୁସ୍ଥ ହୋଇ ଘରକୁ ଫେରି ସାରିଲେଣି ଏବଂ ୪୧୦୨ ଟି ସକ୍ରିୟ ମାମଲା ରହିଛି ।